Hockey

୨୦୨୩ରେ ପୁରୁଷ ହକି ବିଶ୍ୱକପ

(ଓଡିଶା ସ୍ପୋର୍ଟ): ଗତ ବର୍ଷ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ ଭାରତ ପୁରୁଷ ହକି ବିଶ୍ୱକପ୍ ଆୟୋଜନ କରିଥିଲା। ତେବେ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍-୨୦୧୮ ସଫଳତାର ସହିତ ଆୟୋଜନ କରିଥିବାରୁ ପୁଣି ଥରେ ଭାରତରେ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ବିଶ୍ୱକପ୍ ୨୦୨୩ ଜାନୁଆରି ୧୩ରୁ ଆରମ୍ଭ ହେବାକୁ ଥିବାବେଳେ ଜାନୁଆରି ୨୯ରେ ଫାଇନାଲ ମ୍ୟାଚ୍ ଖେଳାଯିବ। ଭାରତରେ ଏଯାଏଁ ସମୁଦାୟ ୩ଟି ପୁରୁଷ ହକି ବିଶ୍ୱକପ୍ ଖେଳାଯାଇସାରିଛି।ଭାରତ ସ୍ୱାଧୀନ ହେବା ପରେ ୧୯୭୧ ପରଠାରୁ ୪ର୍ଥ ଥର ପାଇଁ ହକି ବିଶ୍ୱକପ୍ ଆୟୋଜନ କରାଯାଉଛି। ହକି ବିଶ୍ୱକପ ଆୟୋଜନ ପାଇଁ ଭାରତ ସମେତ ୩ଟି ଦେଶ ଆବେଦନ କରିଥିଲା।

Related posts

ସ୍ମାର୍ଟସିଟିରେ ଧକ୍ ଧକ୍ ଗର୍ଲ ମାଧୁରୀ

Odisha Sports Bureau

ବିଜୟ ମୁକୁଟ ପିନ୍ଧିଲେ ଭାରତୀୟ ମହିଳା ହକି ଦଳ

Odisha Sports Bureau

ଉତ୍ତର ପ୍ରଦେଶର ଚାଲିଥିବା ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ ସେମିଫାଇନାଲ୍‌ରେ ଓଡ଼ିଶା କ୍ରୀଡ଼ା ଛାତ୍ରାବାସ ଦଳ

Odisha Sports Bureau