Uncategorized

ଜର୍ମାନୀ;- ଇତିହାସ ରଚିଲେ ଯୁଗଳ ବ୍ୟାଡମିଣ୍ଟନ ଦଳ । କାଂସ୍ୟ ପଦକ ଜିତି ନୂଆ ଅଧ୍ୟାୟ ସୃଷ୍ଟି କରିଛନ୍ତି । ତେବେ ଜର୍ମାନୀର ରାଇନେ-ରୁହରଠାରେ ଚାଲିଥିବା ଫିସୁ ବିଶ୍ୱ ବିଦ୍ୟାଳୟ କ୍ରୀଡାରେ ଭାରତୀୟ ମିଶ୍ରିତ ଯୁଗଳ ବ୍ୟାଡମିଣ୍ଟନ ଦଳ ପ୍ରଥମ ପଦକ ଜିତି ଭାରତ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ।

ଲିଗ୍ ପର୍ଯ୍ୟାୟରେ ଭଲ ପ୍ରଦର୍ଶନ କରିଥିବା ଭାରତ ଶକ୍ତିଶାଳୀ ମାଲେସିଆକୁ ୩-୨ରେ ହରାଇ ସେମିଫାଇନାଲକୁ ଯାଇଥିଲା । ତେବେ ସେଠାରେ ଚାଇନିଜ୍ ତାଇପେଇଠାରୁ ହାରି ଲୁଜିଂ ସେମିଫାଇନାଲିଷ୍ଟ ଭାବେ କାଂସ୍ୟ ପଦକ ହାସଲ କରିଥିଲା

Related posts

୨୦୨୮ରୁ ଆରମ୍ଭ ହେବ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଇଭେଣ୍ଟ

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଧ୍ୱଜବାହକ ରହିବେ ପିଭି ସିନ୍ଧୁ

ପଦକ ଜିତିଲେ ଫେସବୁକ ପ୍ରତିଷ୍ଠାତା