Badminton

ଅସୁସ୍ଥତା କାରଣରୁ ଟୁର୍ଣ୍ଣାମେଣ୍ଟରୁ ଓହରିଲେ ସାଇନା

(ଓଡିଶା ସ୍ପୋର୍ଟ): ସାଇନା ନେହ୍ୱାଲ ପେଟଜନିତ ସମସ୍ୟା କାରଣରୁ ଇଣ୍ଡିଆ ଓପନ୍ ବିଡବ୍ଲ୍ୟୁଏଫ୍ ୱାର୍ଲ୍ଡ ଟୁର ସୁପର-୫୦୦ ଟୁର୍ଣ୍ଣାମେଣ୍ଟରୁ ଓହରିଯାଇଛନ୍ତି। ସାଇନା ପେଟରେ ଯନ୍ତ୍ରଣା ସତ୍ତ୍ବେ ମଧ୍ୟ ଅଲ ଇଂଲଣ୍ଡ ଚାମ୍ପିଅନଶିପ୍ ଖେଳିଥିଲେ। ଏହି କାରଣରୁ ସେ ଗତ ସପ୍ତାହରେ ସ୍ୱିସ ଓପନରୁ ବାଦ୍ ପଡ଼ିଥିଲେ ଏବଂ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।

ଇଣ୍ଡିଆ ଓପନରୁ ଓହରିବା ନେଇ ସାଇନା ବୁଧବାର ବ୍ୟାଡମିଣ୍ଟନ ଆସୋସିଏସନ ଅଫ୍ ଇଣ୍ଡିଆ (ବିଏଆଇ)କୁ ସୂଚନା ଦେଇଥିଲେ। ଏ ନେଇ ବିଏଆଇ ଅଧିକାରୀ କହିଛନ୍ତି, ଅଲ ଇଂଲଣ୍ଡ ଚାମ୍ପିଅନଶିପ ପରଠାରୁ ସାଇନା ସୁସ୍ଥ ହୋଇପାରି ନାହାନ୍ତି ଏବଂ ଏହି କାରଣରୁ ସେ ଇଣ୍ଡିଆ ଓପନରୁ ଓହିବାକୁ ନିଷ୍ପତ୍ତି ନେଇଛନ୍ତି।

Related posts

ସାଇନା, ସିନ୍ଧୁ ଓ କିଡାମ୍ବି ଫ୍ରେଚ ଓପନରେ କ୍ୱାର୍ଟର ଫାଇନାଲରେ

Odisha Sports Bureau

୩୫ତମ ଗ୍ରାଣ୍ଡସ୍ଲାମ ଫାଇନାଲ୍‌ରେ ଜୋକୋଭିକ୍‌

ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ

Odisha Sports Bureau