Cricket

ଗୌତମ ଗମ୍ଭୀର କରୋନା ପଜିଟିଭ

ନୂଆଦିଲ୍ଲୀ: ଭାରତୀୟ କ୍ରୀଡା ଜଗତରେ ପୁଣି ପଶିଲା କରୋନା । କରୋନାରେ ଆକ୍ରାନ୍ତ ହୋଇଛନ୍ତି ଭାରତର ପୂର୍ବତନ କ୍ରିକେଟର ତଥା ଭାରତୀୟ ଜନତା ପାର୍ଟିର ସାଂସଦ ଗୌତମ ଗମ୍ଭୀର । କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଗମ୍ଭୀର ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହିତ ଗତକିଛି ଦିନ ମାନଙ୍କରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତ ବ୍ୟକ୍ତିବିଶେଷଙ୍କୁ ସେ ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି ।

କରୋନାର କିଛି ଲକ୍ଷଣ ଅନୁଭବ କରିବା ପରେ କରୋନା ଟେଷ୍ଟ କରାଇଥିଲେ ଗମ୍ଭୀର । ଏ ନେଇ ନିଜେ ଗୌତମ ଗମ୍ଭୀର ଟ୍ୱିଟ କରି ସୂଚନା ଦେଇଛନ୍ତି । ତେଣୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ପରୀ୪ା କରାଇନେବାକୁ ସେ ଅନୁରୋଧ କରିଛନ୍ତି ।

Related posts

ଜ୍ୟାକବ ମାର୍ଟିନଙ୍କୁ ଚେକ୍ ଦେଇ ସାହାର୍ଯ୍ୟର ହାତ ବଢାଇଲେ କୃନାଲ ପାଣ୍ଡ୍ୟା

Odisha Sports Bureau

ଆଜି ବଦଳିବ ଟି-୨୦ କ୍ରିକେଟ୍ ର ଇତିହାସ, ଧୋନିଙ୍କ ବିନା ପ୍ରଥମଥର ପାଇଁ ଅଷ୍ଟ୍ରେଲିଆ ବିପକ୍ଷରେ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

Odisha Sports Bureau

ବିଶ୍ୱ ଦେଖିଲା ୱିକେଟ ବର୍ଷା । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଶାମୀ ଭାଙ୍ଗିଲେ ଜହିର ଖାନଙ୍କ ରେକର୍ଡ

Odisha Sports Bureau

Leave a Comment