Cricket

ଭାରତ ଓ ଦକ୍ଷିଣ ଆଫ୍ରିକା ଟି- ଟ୍ୱେଣ୍ଟି ମ୍ୟାଚ: ଖେଳ ଦେଖିବାକୁ ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ

ଭୁବନେଶ୍ୱର,୬/୬: ବାରବାଟୀରେ ଟି- ଟ୍ୱେଣ୍ଟି ମ୍ୟାଚ ଦେଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି। ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଟିକେଟ ପ୍ରଦାନ କରିଛନ୍ତି । ସେଠାରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ ।

ଅନ୍ୟପଟେ ଏଚଡିଏଫସି ବ୍ୟାଙ୍କର ଜୋନାଲ ହେଡ୍ ଦୀପକ ସିଂହ ଓ ଭାଇସ ପ୍ରେସିଡେଣ୍ଟ ଅନିମେଷ ବିଶ୍ବାଳ ଓଡିଶା କ୍ରିକେଟ ଆସୋସିଏସନ ସଂପାଦକ ସଞ୍ଜୟ ବେହେରା ବାରବାଟୀ ମ୍ୟାଚ୍ ପାଇଁ ଟିକେଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚଳିତ ମାସ ୧୨ ତାରିଖରେ  ଟି- ଟ୍ୱେଣ୍ଟି ଆନ୍ତର୍ଜାତିକ ମ୍ୟାଚ୍ ଖେଳାଯିବ।

Related posts

ବିଶ୍ୱକପରେ ଭିଭିଆଇପିଙ୍କ ଭିଡ : ଅବତରଣ କରିବ ୧୦୦ ଜେଟ୍

Odisha Sports Bureau

ଭାରତର ବଡ ହାର୍, ଏକା ଲଢିଲେ କୋହଲି, ଗିଲ୍ ସୁପର୍ ଫ୍ଲପ୍

Odisha Sports Bureau

ପୁଣି ଥରେ ଚେପକ ଦୁର୍ଗ ଭାଙ୍ଗିଲା ପଞ୍ଜାବ କିଙ୍ଗସ, IPL ଇତିହାସରେ ପ୍ରଥମ ଥର ପାଇଁ ଏପରି ଦିନ ଦେଖିଲା CSK