Hockey

ଭାରତୀୟ ପୁରୁଷ ହକି ଦଳର ମୁଖ୍ୟ ପ୍ରଶିକ୍ଷକ ପଦରୁ ଇସ୍ତଫା ଦେଇଛନ୍ତି ଗ୍ରାହାମ ରିଡ୍

ନୂଆଦିଲ୍ଲୀ : ଭାରତୀୟ ପୁରୁଷଳ ହକି ଦଳର ମୁଖ୍ୟ ପ୍ରଶିକ୍ଷକ ପଦରୁ ଜାନୁଆରୀ ୩୦ ତଥା ସୋମବାର ଇସ୍ତଫା ଦେଇଛନ୍ତି ଗ୍ରାହାମ ରିଡ୍ । ବିଶ୍ବକପ୍ରେ ଭାରତୀୟ ଦଳ ଆଶାନୁରୂପ ପ୍ରଦର୍ଶନ କରିବାରେ ବିଫଳ ହୋଇଥିବାରୁ ରିଡ୍ ନିଜ ପଦରୁ ଇସ୍ତଫା ଦେଇଥିବା ଆଲୋଚନା ହେଉଛି । ବିଶ୍ୱକପ୍ ହକିରେ ଭାରତ ନବମ ସ୍ଥାନରେ ରହିଥିଲା । ହେଲେ କ୍ବାର୍ଟର ଫାଇନାଲ ରେ ଏଣ୍ଟ୍ରି କରିବାରେ ଫେଲ ହୋଇଥିଲା । ବିଶ୍ବକପ୍ରେ ଭାରତୀୟ ଦଳ ଆଶାନୁରୂପ ପ୍ରଦର୍ଶନ କରିବାରେ ବିଫଳ ହୋଇଥିବାରୁ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଓ ସମ୍ପାଦକ ଭୋଳାନାଥ ସିଂହ ଖେଳାଳି ଓ ସପୋର୍ଟ ଷ୍ଟାଫ୍ଙ୍କୁ ଭେଟି ଦଳର ପ୍ରଦର୍ଶନ ସମ୍ପର୍କରେ ସମୀକ୍ଷା କରିବା ସହ ଆଗାମୀ ଦିନ ନିମନ୍ତେ ରଣନୀତି ପ୍ରସ୍ତୁତି ନେଇ ଆଲୋଚନା କରିଥିଲେ।

Related posts

ହକି ଇଣ୍ଡିଆ ଚୟନ କମିଟିରେ ସର୍ଦ୍ଦାର ସିଂହ ସାମିଲ

Odisha Sports Bureau

ପରସ୍ପରକୁ ଭେଟିବେ ଜର୍ମାନୀ-ନେଦରଲାଣ୍ଡ ଓ ପାକିସ୍ଥାନ-ମାଲେସିଆ

Odisha Sports Bureau

ପ୍ରଥମ ଓଡିଆ ଭାବେ ହକି ଆନ୍ଥେମ୍ ପ୍ରସ୍ତୁତ କଲେ ପ୍ରେମା ନନ୍ଦ

Odisha Sports Bureau