Cricket

ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆରମ୍ଭ ହେଲା ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍

ଅହମ୍ମଦାବାଦ :  ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆରମ୍ଭ ହେଲା ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍ । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମହାମୁକାବିଲା | ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ଉଭୟ ଦେଶର ପ୍ରଧାନମନ୍ତ୍ରୀ । ସେପଟେ ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ ବୋଲିଂ କରିବ ଭାରତ ।


ବର୍ତ୍ତମାନ ସୁଦ୍ଧା ଏହି ସିରିଜରେ ଭାରତୀୟ କ୍ରିକେଟ ଦଳ ୨-୧ରେ ଆଗୁଆ ରହିଛି। ଶେଷ ଟେଷ୍ଟ ମ୍ୟାଚ୍ ରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା । ଏଭଳି ପରିସ୍ଥିତିରେ ଭାରତୀୟ ଦଳ ସିରିଜର ଶେଷ ଟେଷ୍ଟ ମ୍ୟାଚ୍ ଜିତି ସିରିଜ୍ ଜିତିବାକୁ ଚାହିଁବ ଏବଂ ଏହା ସହିତ ବିଶ୍ବ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ୍ ରେ ପ୍ରବେଶ କରିବାକୁ ଚାହିଁବ। ଅଷ୍ଟ୍ରେଲିଆ ଦଳ ପୂର୍ବରୁ ହିଁ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ପହଞ୍ଚିସାରିଛି।

 

Related posts

ଶ୍ରୀ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିର ପରିଦର୍ଶନ କଲେ ଉପ-ଅଧିନାୟିକା ସ୍ମୃତି ମନ୍ଧାନା

Odisha Sports Bureau

ସନରାଇଜର୍ସ ହାଇଦ୍ରାବାଦ୍ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ହେବ କଡା ଟକ୍କର

ଆଇପିଏଲର ହାଇଲାଇଟ ମୁଭମେଣ୍ଟ

Odisha Sports Bureau