Uncategorized

ଆସନ୍ତା ଶିକ୍ଷା ବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ

ଭୁବନେଶ୍ୱର: ଆସନ୍ତା ଶିକ୍ଷା ବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା। କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି। କ୍ରୀଡା ପାଇଁ ୨ ହଜାର ୫ ସହ କୋଟିର ପ୍ରୋଜେକ୍ଟ ଓଡ଼ିଶାରେ ଚାଲୁରହିଛି। କର୍ପୋରେଟ ଓ କ୍ରୀଡାବିତି ଙ୍କୁ ନେଇ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ବ କରାଯାଇଛି। ହକିର ପୀଠ ଭାବେ ସୁନ୍ଦରଗଡ଼ ଜିଲ୍ଲା ରେ ୧୭ ଟି ଆଷ୍ଟ୍ରୋ -ଟର୍ଫ ହକି ପଡିଆ ନିର୍ମାଣ ହୋଇଛି। ଏଥିସହ ରାଜ୍ୟର ସହରାଞ୍ଚଳ ରେ ୯୦ ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ବିକଶିତ ହୋଇଛି।। ଓଡ଼ିଶାରେ କ୍ରିକେଟ ଉପରେ ଆଗାମୀ ଦିନ ରେ ଫୋକସ କରିବ କ୍ରୀଡା ବିଭାଗ। ଆଜି ସନ୍ଧ୍ୟା ରେ ୟୁନିଟ -୧ ରେ ଉଦଘାଟନ ହେବ ଫୁଟବଲ ଏକାଡେମୀ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

Related posts

ସାବରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

Odisha Sports Bureau

ସରସ୍ବତୀ ବିଦ୍ୟା ମନ୍ଦିରରେ ୩୪ତମ ରାଷ୍ଟ୍ରୀୟ ଖେଳକୁଦ ସମାରୋହ ଉଦଯାପିତ

Odisha Sports Bureau

ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ ବଦଳି ହେଲା ଓଡିଶା ରାଜ୍ୟ କ୍ରୀଡା ସମ୍ମାନ