Hockey

ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି : ମାଲେସିଆକୁ ହରାଇ ଭାରତ ଶୀର୍ଷରେ

ଚେନ୍ନାଇ:ଚଳିତ ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାର ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ମାଲେସିଆକୁ ଗାଦିଚ୍ୟୁତ କରିଛି ଆୟୋଜକ ଭାରତ। ରବିବାର ମ୍ୟାଚ୍‌ରେ ଭାରତ ୫-୦ ଗୋଲ୍‌ରେ ମାଲେସିଆକୁ ହରାଇ ଦେଇଛି। ଫଳରେ ଭାରତ ୩ ମ୍ୟାଚ୍‌ରୁ ୨ ବିଜୟ ଓ ୧ ଅମୀମାଂସିତରୁ ୭ ପଏଣ୍ଟ ପାଇ ଟେବୁଲ ଶୀର୍ଷକୁ ଉଠିଛି। ମାଲେସିଆ ୬ ପଏଣ୍ଟ ପାଇ ଦ୍ବିତୀୟକୁ ଖସିଛି। ମ୍ୟାଚ୍‌ର ୧୫ତମ ମିନିଟ୍‌ରେ ଅଧିନାୟକ ହର୍ମନପ୍ରୀତ ସିଂହଙ୍କ ପାସ୍‌କୁ କର୍ତ୍ତି ସେଲଭାମ ଗୋଲ୍‌ରେ ପରିଣତ କରି ଭାରତକୁ ପ୍ରାରମ୍ଭିକ ଅଗ୍ରଣୀ ଦେଇଥିଲେ।

Related posts

କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ହର୍ମନପ୍ରୀତଙ୍କ ହ୍ୟାଟ୍ରିକ୍‌; ଭାରତ ୫-୪ରେ ବିଜୟୀ

Odisha Sports Bureau

ଷ୍ଟାରଙ୍କୁ ପ୍ରଧାନ୍ୟ ରାଷ୍ଟ୍ରପତିଙ୍କୁ ଅଣଦେଖା …

Odisha Sports Bureau