Javelin Throw

କିଶୋରଙ୍କୁ ୨୫ ଲକ୍ଷ ପୁରଷ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱେର : ଇତିହାସ ସୃଷ୍ଟି କଲେ ଓଡ଼ିଆ ପୁଅ । ପ୍ରଥମ ଓଡିଆ ଭାବେ ବିଶ୍ୱ ଆଥଲେଟିକ୍ସ ଫାଇନାଲରେ ପହଞ୍ଚିଛନ୍ତି କିଶୋର । ହଙ୍ଗେରୀର ବୁଦାପେଷ୍ଟଠାରେ ଚାଲିଥିବା ୱାର୍ଲଡ ଆଥଲେଟିକ୍ସ ଚାମ୍ପିୟନସିପରରେ ଜାଭେଲିନ ଥ୍ରୋର କ୍ୱାଲିଫାଇଂ ରାଉଣ୍ଡରେ କିଶୋର ଚମକ୍ରାର ପ୍ରଦର୍ଶନ କରିଥିଲେ ।୮୪.୭୭ ମିଟର ଥ୍ରୋ ସହ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି କିଶୋର । ଫାଇନାଲରେ ଦମଦାର ପ୍ରଦର୍ଶନ କରି ପଞ୍ଚମ ସ୍ଥାନ ହାସଲ କରିଛନ୍ତି । ୨୫ ଲକ୍ଷ ପୁରଷ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Related posts

କଡ଼ା ସୁରକ୍ଷା ବଳୟ ଭିତରୁ ନୀରଜଙ୍କ ହାତରୁ ଉଭେଇଗଲା ଜାଭଲିନ

Odisha Sports Bureau

କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଡାଏମଣ୍ଡ ଲିଗ୍‌ : ନୀରଜ ଦ୍ବିତୀୟ, କିଶୋରଙ୍କ ପଦାର୍ପଣ ଫିକା