More Sports

ଏସିଆନ ଗେମ୍ସ ୧୩ ଖେଳାଳିଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସିଆ ଗେମ୍ସ ପାଇଁ ଚୟନ ହୋଇଥିବା ଓଡ଼ିଆ ଖେଳାଳିଙ୍କୁ ସହାୟତା ରାଶି ପ୍ରଦାନ  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୩ଜଣ ଖେଳାଳିଙ୍କୁ ୧୦ ଲକ୍ଷ ଖୋଏ ଆର୍ଥିକ ସହୟତା ରାଶି ଘୋଷଣା ହୋଇଛି । ଟ୍ରେନିଂ, ପ୍ରସ୍ତୁତି ଓ ଅଂଶ ଗ୍ରହଣ ପାଇଁ ଏହି ସହାୟତା ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ଆର୍ଥିକ ସହାୟତା ଘୋଷଣା କରିଥିବା ବେଳେ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ଯାଏ ଏସିଆନ ଗେମ୍ସ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି ।

ତେବେ ଚୟନ ହୋଇଥିବା ସେହି ୧୩ ଜଣ ଖେଳାଳି ହେଲେ କିଶୋର ଜେନା, ଅଂଶିକା ଭାରତୀ, ଋତୁ କାଉଡି, ସୋନାଲୀ ସ୍ୱାଇଁ, ଅନୁପମା ସ୍ୱାଇଁ, ନେହା ଦେବୀ, ପ୍ୟାରୀ, ଦୀପଗ୍ରେସ ଏକ୍କା, ଅମିତ ରୋହିଦାସ, ହୁପି ମାଝୀ, ଡୁମୁଣୀ ମାରାଣ୍ଡି, ତରୁଲତା ନାଏକ, ମାମା ନାଏକ ।

Related posts

ଦୋହା ୱାର୍ଲଡ ଚମ୍ପିଆନସିପ୍ରେ ଭାଗ ନେବେ ନାହିଁ ତେଜଶ୍ୱିନ

Odisha Sports Bureau

ଆସନ୍ତା ୧୨ରୁ ଓପନ୍ ଚେସ୍ ଚାମ୍ପିୟନଶିପ୍ ଆରମ୍ଭ

Odisha Sports Bureau

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଚାମ୍ପିୟନସିପ୍, ସିଙ୍ଗାପୁରକୁ ୩-୦ରେ ହରାଇ ଫାଇନାଲରେ ଭାରତ