Uncategorized

ଏସିଆନ୍ ଗେମ୍ସର ୨୦୨୩: ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ

ଏସିଆନ୍ ଗେମ୍ସର ଭାରତକୁ ଷଷ୍ଠ ସ୍ବର୍ଣ୍ଣ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଚୀନକୁ ପରାସ୍ତ କରି ଦଳ ଶେଷ ମୁହୂର୍ତରେ ଜିତିଛି ସ୍ୱର୍ଣ୍ଣ । ଭାରତ ପକ୍ଷରୁ ସରବଜୋତ ସିଂ, ଅର୍ଜୁନ୍ ସିଂ ଚିମା ଓ ସିବା ନରୱଲ ଆଣିଛନ୍ତି ଏହି ସଫଳତା । ସେହିପରି ମହିଳା ୬୦ କେଜି ଉଷୁ ପ୍ରତିଯୋଗିତାରେ ଭାରତ ପକ୍ଷରୁ ରୋଶିବିନା ଦେବୀ ରୌପ୍ୟ ଜିତିଥିଲେ । ୬ ସ୍ବର୍ଣ୍ଣ, ୮ ରୌପ୍ୟ, ୧୦ ବ୍ରୋଞ୍ଜ ସହ ଭାରତକୁ ୨୪ ପଦକ ମିଳିଛି । ୨୪ ପଦକ ସହ ପଞ୍ଚମ ସ୍ଥାନରେ ରହିଛି ଭାରତ ।

 

Related posts

ସୁପର୍ ଓଭରରେ ହରାଇଲା ଅଷ୍ଟ୍ରେଲିଆକୁ ଭାରତ

Odisha Sports Bureau

ସୁଟିଂ ବିଶ୍ୱକପ୍ରେ ଭାରତକୁ ସ୍ୱର୍ଣ୍ଣ

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଧ୍ୱଜବାହକ ରହିବେ ପିଭି ସିନ୍ଧୁ