Cricket

ବିଶ୍ୱକପ୍‌ ପୂର୍ବରୁ ଟିମ ଇଣ୍ଡିଆ ପ୍ରଥମ ଅଭ୍ୟାସ ମ୍ୟାଚ୍‌

ନୂଆଦିଲ୍ଲୀ : ବିଶ୍ୱକପ୍‌ ପୂର୍ବରୁ ଟିମ ଇଣ୍ଡିଆ ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଖେଳିବ । ଶନିବାର ବର୍ଷାପଡ଼ା ଗ୍ରାଉଣ୍ଡ୍‌ରେ ଆୟୋଜକ ଦଳ ଡିଫେଣ୍ଡିଂ ଚାମ୍ପିଅନ୍‌ ଇଂଲଣ୍ଡକୁ ସାମ୍ନା କରିବ । ଭାରତୀୟ କ୍ରିକେଟ୍‌ପ୍ରେମୀ ବହୁ ତାରକା ଖେଳାଳିଙ୍କୁ ଏକତ୍ର ଦେଖିବାକୁ ସୁଯୋଗ ପାଇବେ । ବିରାଟ କୋହଲି, ରୋହିତ ଶର୍ମା, ଶୁଭମନ ଗିଲ୍‌, କେ ଏଲ୍‌ ରାହୁଲ, ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ଜୋସ ବଟଲର, ଜୋ ରୁଟ୍‌, ଜନି ବେୟାରଷ୍ଟୋ, ବେନ ଷ୍ଟୋକ୍ସଙ୍କ ଭଳି ମହାନ ଖେଳାଳିମାନେ ଅଭ୍ୟାସ ମ୍ୟାଚ୍‌ ଖେଳିବେ ।

Related posts

ନ୍ୟୁଜିଲାଣ୍ଡକୁ ହରାଇଲl ଭାରତ :  କାଲି ଭାରତ-ଅଷ୍ଟ୍ରେଲିଆ ସେମିଫାଇନାଲ୍

ମନରେଗା ଯୋଜନାରେ ବଡ଼ ଠକେଇ, କ୍ରିକେଟର ମହମ୍ମଦ ଶାମିଙ୍କ ଭଉଣୀ ଏବଂ ଭାଇଙ୍କୁ ମିଳୁଛି ମଜୁରୀ

Odisha Sports Bureau

ଇଂଲଣ୍ଡରେ ଭାରତ ଖେଳିବ ଲିମିଟେଡ ଓଭର କ୍ରିକେଟ

Odisha Sports Bureau