Cricket

ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା

ମୁମ୍ବାଇ: ଆଜି ୱାଙ୍ଖଡେରେ ମୁହାଁ ମୁହିଁ ହେବେ ଭାରତ ଓ ଶ୍ରୀଲଙ୍କା । ପ୍ରଥମେ ଟସ୍ ଜିତି ଶ୍ରୀଲଙ୍କା ବୋଲିଂ କରିବା ନେଇ ନିଷ୍ପତ୍ତି ନେଇଥିବା ବେଳେ ବ୍ୟାଟିଂ କରିବ ଭାରତ । ଭାରତ ଦଳ ଅପରିବର୍ତ୍ତିତ ରହିଥିବା ବେଳେ ଶ୍ରୀଲଙ୍କା ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି। ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପ ୧୩ତମ ସଂସ୍କରଣର ୩୩ ତମ ମ୍ୟାଚ ଆଜି ମୁମ୍ବଇର ୱାଙ୍ଖଡେ ଷ୍ଟାଡ଼ିୟମରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଦୁଇ ଦଳ ସପ୍ତମ ଲିଗ୍ ମ୍ୟାଚ ଖେଳିବେ। ଭାରତ ଅପେକ୍ଷା ଶ୍ରୀଲଙ୍କା ପାଇଁ ଉକ୍ତ ମ୍ୟାଚ କର ବା ମର ସଦୃଶ ହୋଇଛି। ଭାରତ ସେମିଫାଇନାଲରେ ଏକ ପ୍ରକାର ସ୍ଥାନ ସୁରକ୍ଷିତ କରି ସାରିଥିବାବେଳେ ବିଜୟ ବଜାୟ ଲକ୍ଷ୍ୟ ନେଇ ଖେଳିବ।

Related posts

କେବେ, କେଉଁଠି ଓ କିପରି ଦେଖିବେ ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତ-ପାକିସ୍ତାନ ମହାମୁକାବିଲା ଲାଇଭ୍

Odisha Sports Bureau

ଭାରତକୁ ୨୩୭ ରନର ବିଜୟ ଲକ୍ଷ୍ୟ ଦେଲା ଅଷ୍ଟ୍ରେଲିଆ

ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ,ଅରେଞ୍ଜ କ୍ୟାପ ଅଧିକାରୀ

Odisha Sports Bureau