Cricket

ଆଜିଠୁ ଭାରତର ଟି-୨୦ ବିଶ୍ୱକପ ଅଭିଯାନ

ଆଜିଠୁ ଭାରତର ବିଶ୍ୱକପ୍ ଅଭିଯାନ । ନବନିର୍ମିତ ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଆୟରଲ୍ୟାଣ୍ଡ ବିପକ୍ଷରେ ଭାରତ ଗ୍ରୁପ ‘ଏ’ରେ ପ୍ରଥମ ମ୍ୟାଚ୍ ଖେଳିବ । ଗତ ଜାନୁଅ।।ରୀ;ରେ ଆଫଗାନିସ୍ତାନ ବିପକ୍ଷ ଶୃଙ୍ଖଳା ପରଠାରୁ ଭାରତ କୌଣସି ଟେଣ୍ଟି-୨୦ ମ୍ୟାଚ୍ ଖେଳିନାହିଁ । ତେବେ ଭାରତ ପାଇଁ ଏହା ଆଦୌ ଚିନ୍ତାର ବିଷୟ ନୁହେଁ । ଦଳର ସମସ୍ତ ଖେଳାଳି ୨ ମାସ ଧରି ଆଇପିଏଲ ଭଳି ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚ ଖେଳିଛନ୍ତି । ତେଣୁ ଏହି ମ୍ୟାଚକୁ ନେଇ ଭାରତୀୟ ଦଳ ବେଶ୍ ଉତ୍ସାହି ଅଛନ୍ତି ।

Related posts

ବାରବାଟୀରେ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍ : ବଞ୍ଚିତ ହେବେ ୫୩୦୦ ଦର୍ଶକ

Odisha Sports Bureau

କ୍ୟାପଟେନ ଭାବରେ ‘ବିରାଟ’ ରେକର୍ଡ

Odisha Sports Bureau

ଏମସିଏ ଷ୍ଟାଡିୟମରେ କୋହଲି ହେଉଛନ୍ତି ବିରାଟ ଖେଳାଳି

Odisha Sports Bureau