Cricket

ରାହାନେଙ୍କୁ ମୁମ୍ବାଇର ରଣଜୀ ଦଳର ଅଧିନାୟକ ଭାବେ ନିଯୁକ୍ତ

ନୂଆଦିଲ୍ଲୀ : ଆଇପିଏଲ ୨୦୨୫ ଆରମ୍ଭ ହେବା ପୂର୍ବରୁ, ରାହାନେଙ୍କୁ ମୁମ୍ବାଇର ରଣଜୀ ଦଳର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ରାହାନେଙ୍କ ଅଧିନାୟକତ୍ୱରେ ୧୭ ଜଣିଆ ଦଳରେ ରୋହିତ ଶର୍ମାଙ୍କୁ ମଧ୍ୟ ମନୋନୀତ କରାଯାଇଛି। ରଣଜୀ ଟ୍ରଫିରେ ମୁମ୍ବାଇକୁ ଏହାର ପରବର୍ତ୍ତୀ ମ୍ୟାଚ ଜମ୍ମୁ-କଶ୍ମୀର ବିପକ୍ଷରେ ଖେଳିବାକୁ ପଡିବ।

ଅନ୍ୟପଟେ ଆଜି ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଲକ୍ଷ୍ନୌ ସୁପରଜିଆଣ୍ଟସର ଅଧିନାୟକ ନିଯୁକ୍ତ କରାଯାଇଛି। ଏବେ ରାହାନେଙ୍କୁ ରୋହିତ ଶର୍ମା, ଶ୍ରେୟସ ଆୟର, ଶିବମ ଦୁବେ, ଯଶସ୍ବୀ ଜୟସ୍ବାଲ ଏବଂ ଶାର୍ଦ୍ଦୁଲ ଠାକୁର ଭଳି ଖେଳାଳି ଥିବା ସତ୍ତ୍ୱେ ଅଧିନାୟକ କରାଯାଇଛି।

Related posts

ଦ୍ୱିତୀୟ ମ୍ୟାଚ ପୂର୍ବରୁ କୋର୍ଟରେ ମାମଲା ରୁଜୁ

Odisha Sports Bureau

ଭାରତ-ୱେଷ୍ଟଇଣ୍ଡିଜ୍ ଟେଷ୍ଟ୍ ସିରିଜ: ୱେଷ୍ଟଇଣ୍ଡିଜକୁ ୧୫୦ ରନରେ ଅଲଆଉଟ କଲା ଟିମ୍ ଇଣ୍ଡିଆ

ଟି୨୦ ବିଶ୍ୱକପ୍‌ : ଷ୍ଟିଭ୍‌ ସ୍ମିଥ୍‌ ଓ ଡେଭିଡ ଓ୍ବାର୍ନରଙ୍କ ପ୍ରତ୍ୟାବର୍ତ୍ତନ

Odisha Sports Bureau