Cricket

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି

ନୂଆ ଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁବମନ ଗିଲ୍‌ଙ୍କୁ ନୂତନ ଟେଷ୍ଟ ଅଧିନାୟକ ଭାବରେ ମନୋନୀତ କରାଯାଇଛି। ରିଷଭ ପନ୍ତ ଟେଷ୍ଟରେ ନୂତନ ଉପ-ଅଧିନାୟକ ହୋଇଛନ୍ତି। ୧୮ ଜଣିଆ ଟେଷ୍ଟ ଟିମ୍‌ ଘୋଷଣା କରିଛି ବିସିସିଆଇ । ଶୁଭମାନ ଗିଲ (ଅଧିନାୟକ), ରିଷଭ ପନ୍ତ (ଉଇକେଟ ରକ୍ଷକ, ଉପ-ଅଧିନାୟକ), ଯଶସ୍ବୀ ଜୟସ୍ବାଲ, କେ.ଏଲ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ୱରନ୍‌, କରୁଣ ନାୟାର, ନୀତୀଶ ରେଡ୍ଡୀ, ରବିନ୍ଦ୍ର ଜାଡେଜା, ଧ୍ରୁଭ ଜୁରେଲ (ଉଇକେଟ କିପର), ୱାଶିଂଟନ ସୁନ୍ଦରମ, ଶାର୍ଦ୍ଦୁଳ ଠାକୁର, ପ୍ରସିଦ୍ଧ କ୍ରିଷ୍ଣା, ଆକାଶ ଦୀପ, ଅର୍ଶଦୀପ ସିଂ, କୁଲଦୀପ ଯାଦବ।

Related posts

ଅନ୍ୟର ଭୁଲ ପାଇଁ ଶେଷ ହୋଇ ଗଲା ତାଙ୍କ କ୍ୟାରିୟର

Odisha Sports Bureau

ଖେଳାଳିରୁ ଗୁପଚୁପ ବିକାଳି ସାଜିଲେ ଧୋନୀ

Odisha Sports Bureau

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଇଂଲଣ୍ଡ ଯିବ ଟିମ ଇଣ୍ଡିଆ