Uncategorized

ଜର୍ମାନୀ;- ଇତିହାସ ରଚିଲେ ଯୁଗଳ ବ୍ୟାଡମିଣ୍ଟନ ଦଳ । କାଂସ୍ୟ ପଦକ ଜିତି ନୂଆ ଅଧ୍ୟାୟ ସୃଷ୍ଟି କରିଛନ୍ତି । ତେବେ ଜର୍ମାନୀର ରାଇନେ-ରୁହରଠାରେ ଚାଲିଥିବା ଫିସୁ ବିଶ୍ୱ ବିଦ୍ୟାଳୟ କ୍ରୀଡାରେ ଭାରତୀୟ ମିଶ୍ରିତ ଯୁଗଳ ବ୍ୟାଡମିଣ୍ଟନ ଦଳ ପ୍ରଥମ ପଦକ ଜିତି ଭାରତ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ।

ଲିଗ୍ ପର୍ଯ୍ୟାୟରେ ଭଲ ପ୍ରଦର୍ଶନ କରିଥିବା ଭାରତ ଶକ୍ତିଶାଳୀ ମାଲେସିଆକୁ ୩-୨ରେ ହରାଇ ସେମିଫାଇନାଲକୁ ଯାଇଥିଲା । ତେବେ ସେଠାରେ ଚାଇନିଜ୍ ତାଇପେଇଠାରୁ ହାରି ଲୁଜିଂ ସେମିଫାଇନାଲିଷ୍ଟ ଭାବେ କାଂସ୍ୟ ପଦକ ହାସଲ କରିଥିଲା

Related posts

ମୋଟର ରେସିଂ ଦୁର୍ଘଟଣାରେ ଚାଲିଗଲା ଭାଣ୍ଟ ହଫ୍‌ଙ୍କ ଜୀବନ

Odisha Sports Bureau

ପ୍ୟାରିସ୍ ପାରାଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାତେଇଲେ ଭାରତୀୟ ସୁଟର ଅଭନି ଲେଖରା

Odisha Sports Bureau

ଆସନ୍ତା ୯ରୁ ଜାତୀୟ ଭାରୋତ୍ତୋଳନ ଚାମ୍ପିଅନ୍‌ସିପ୍‌

Odisha Sports Bureau