Uncategorized

ଏସିଆନ୍ ଗେମ୍ସର ୨୦୨୩: ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ

ଏସିଆନ୍ ଗେମ୍ସର ଭାରତକୁ ଷଷ୍ଠ ସ୍ବର୍ଣ୍ଣ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଚୀନକୁ ପରାସ୍ତ କରି ଦଳ ଶେଷ ମୁହୂର୍ତରେ ଜିତିଛି ସ୍ୱର୍ଣ୍ଣ । ଭାରତ ପକ୍ଷରୁ ସରବଜୋତ ସିଂ, ଅର୍ଜୁନ୍ ସିଂ ଚିମା ଓ ସିବା ନରୱଲ ଆଣିଛନ୍ତି ଏହି ସଫଳତା । ସେହିପରି ମହିଳା ୬୦ କେଜି ଉଷୁ ପ୍ରତିଯୋଗିତାରେ ଭାରତ ପକ୍ଷରୁ ରୋଶିବିନା ଦେବୀ ରୌପ୍ୟ ଜିତିଥିଲେ । ୬ ସ୍ବର୍ଣ୍ଣ, ୮ ରୌପ୍ୟ, ୧୦ ବ୍ରୋଞ୍ଜ ସହ ଭାରତକୁ ୨୪ ପଦକ ମିଳିଛି । ୨୪ ପଦକ ସହ ପଞ୍ଚମ ସ୍ଥାନରେ ରହିଛି ଭାରତ ।

 

Related posts

କଳିଙ୍ଗ ଷ୍ଟାଡିୟମରେ ଅତ୍ୟାଧୁନିକ ଜିମ୍ନାଷ୍ଟିକ ସେଣ୍ଟର

ଖେଲୋ ଇଣ୍ଡିଆ ବିଶ୍ୱ ବିଦ୍ୟାଳୟ କ୍ରୀଡାରେ ପ୍ରତ୍ୟାଶାଙ୍କ ଚତୁର୍ଥ ପଦକ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ କ୍ରୀଡ଼ାବିତଙ୍କୁ ଅର୍ଥ ପୁରସ୍କାର