Cricket

ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତତୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ ।

ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ  ଜିତିଛି। ସାକେତ୍‌-ରାମନାଥନ୍‌ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। ଏଥିସହ ଭାରତକୁ ବର୍ତ୍ତମାନ ସୁଦ୍ଧା ମୋଟ ୩୦ଟି ପଦକ ମିଳିଛି ।

Related posts

ମହାନତା ଦେଖାଇଲେ ରାହୁଲ, ବିସିସିଆଇକୁ ଫେରାଇଲେ ଅଢ଼େଇ କୋଟି

ମ୍ୟାଚ ଫିକ୍ସିଂ: ମଣିଷ ମାରିବା ଠାରୁ ମଧ୍ୟ ଆହୁରି ବଡ଼ ଅପରାଧ

Odisha Sports Bureau

WTC ରେ ବୁମରାହ କଲେ ଏପରି ଭୁଲ