ଏସିଆନ୍ ହକି ଚାମ୍ପିୟନ୍ସ ଟ୍ରଫି: . ସାମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ
ସମକଟ୍ରେ ଅନୁଷ୍ଠିତ ଏସିଆନ୍ ହକି ଚାମ୍ପିୟନ୍ସ ଟ୍ରଫିରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ଏକ ହାଇଭୋଲ୍ଟେଜ୍ ମ୍ୟାଚ୍ ଖେଳାଯିବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପୁଣି ଥରେ ସାମ୍ନାସାମ୍ନି ହେବେ। ଏହି ରୋମାଞ୍ଚକର ମ୍ୟାଚ୍ ଦେଖିବା ପାଇଁ...
