Uncategorized

ସାବରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ମାଲକାନଗିରି / ଆଶିଷ ବାଇନ: ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଶିକ୍ଷା ବିଭାଗ ଅଧୀନସ୍ଥ ଏମ ଭି ୭୯ ଗ୍ରମ ସ୍ଥିତ ସାବରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆୟୋଜନ ହୋଇଯ । ଏହି ଅବସରରେ ପଡିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶ୍ୱବା ରଞ୍ଜନ ମାଲି ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ଏସ୍ ଏମ୍ ସି ସଭାପତି ଅଜାମିଲ ମଣ୍ଡଲ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ନାୟକଙ୍କ ତତତ୍ଵାବଧାନରେ ୨ ଦିନର କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ ହେଉଛି । ଏହି ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ରେ ୧୨ ଟି ବିଦ୍ୟାଳୟରୁ ମୋଟ ୧୫୦ ଛାତ୍ର ଛାତ୍ରୀ ଯୋଗଦେବା ସୂଚନା ମିଳିଛି ।

Related posts

ଭାରତକୁ ୧୦ମ ସ୍ୱର୍ଣ୍ଣ ପଦକ, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

Odisha Sports Bureau

ପ୍ୟାରିସ୍ ପାରାଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାତେଇଲେ ଭାରତୀୟ ସୁଟର ଅଭନି ଲେଖରା

Odisha Sports Bureau

ସ୍ୱର୍ଣ୍ଣ ହାସଲ କରିଥିବା ହର୍ଷବର୍ଦ୍ଧନ ସାହୁଙ୍କୁ ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ