ବ୍ୟାଡମିଣ୍ଟନ ବିଶ୍ୱ ଚାମ୍ପିଅନସିପ୍ର ମହିଳା ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ତ୍ରିସା ଜଲି ଏବଂ ଗାୟତ୍ରୀ ଗୋପୀଚନ୍ଦଙ୍କ ଯୋଡ଼ି
ବ୍ୟାଡମିଣ୍ଟନ ବିଶ୍ୱ ଚାମ୍ପିଅନସିପ୍ର ମହିଳା ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ତ୍ରିସା ଜଲି ଏବଂ ଗାୟତ୍ରୀ ଗୋପୀଚନ୍ଦଙ୍କ ଯୋଡ଼ି । ଏହି ଭାରତୀୟ ଯୋଡ଼ି ଗୁରୁବାର ଦିନ ଜାପାନର ସପ୍ତମ ସୀଡ୍ ପ୍ରାପ୍ତ...
