ବିଶ୍ୱ ପାରା ବ୍ୟାଡ଼ମିଣ୍ଟନ ବିଜେତା ପ୍ରମୋଦଙ୍କୁ ୩୫ ଲକ୍ଷ ଟଙ୍କା ପୁରସ୍କାର ରାଶି
(ଓଡିଶାସ୍ପୋର୍ଟସ) : ବିଶ୍ୱ ପାରା ବ୍ୟାଡ଼ମିଣ୍ଟନ ଚାମ୍ପିଅନ୍ସିପ୍ରେ ଦୁଇ ଦୁଇଟି ସ୍ୱର୍ଣ୍ଣପଦକ ହାସଲ କରିଥିବା ଭାରତୀୟ ଖେଳାଳୀ ତଥା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ କେନ୍ଦ୍ର ଯୁବ ଓ...