୩୫ତମ ଗ୍ରାଣ୍ଡସ୍ଲାମ ଫାଇନାଲ୍ରେ ଜୋକୋଭିକ୍
ଲଣ୍ଡନ: ସର୍ବିଆ ତାରକା ତଥା ଦ୍ବିତୀୟ ମାନ୍ୟତାପ୍ରାପ୍ତ ନୋଭାକ ଜୋକୋଭିକ୍ ୨୪ତମ ଗ୍ରାଣ୍ଡସ୍ଲାମ୍ ଟାଇଟଲ୍ଠୁ ଆଉ ମାତ୍ର ଗୋଟିଏ ପାଦ ଦୂରରେ ପହଞ୍ଚିଛନ୍ତି। ଶୁକ୍ରବାର ୱିମ୍ବଲଡନ୍ ଟେନିସ୍ ପ୍ରତିଯୋଗିତାର ପୁରୁଷ ଏକକ ସେମିଫାଇନାଲ୍ରେ ଜୋକୋଭିକ୍...
