ପୁରୁଷ ଏସୀୟ କପ୍ ଫୁଟବଲ୍ ପ୍ରତିଯୋଗିତାରେ ଜାପାନର ୟୋସିମି ୟମସିତା ପ୍ରଥମ ମହିଳା ରେଫରି ଭାବେ ମ୍ୟାଚ୍ ପରିଚାଳନା କରିବେ
ବ୍ୟୁରୋ: ଆସନ୍ତା ବର୍ଷ କାତାରରେ ହେବାକୁ ଥିବା ପୁରୁଷ ଏସୀୟ କପ୍ ଫୁଟବଲ୍ ପ୍ରତିଯୋଗିତାରେ ଜାପାନର ୟୋସିମି ୟମସିତା ପ୍ରଥମ ମହିଳା ରେଫରି ଭାବେ ମ୍ୟାଚ୍ ପରିଚାଳନା କରିବେ। ଗୁରୁବାର ଏପରି ଘୋଷଣା କରିଛି...