ସେମଫାଇନାଲ୍ରେ ଭାରତର ଶିବତେଜ ଶିର୍ଫୁଲେ ଏବଂ ମାୟା ରାଜେଶ୍ବରନ ରେବତୀ ପ୍ରବେଶ କରିଛନ୍ତି
ଭୁୁବନେଶ୍ୱର:କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍ ଏସୀୟ ଜୁନିୟର୍ (୧୪ ବର୍ଷରୁ କମ୍ ବାଳକ ଓ ବାଳିକା) ଡେଭଲପମେଣ୍ଟ୍ ଚାମ୍ପିଅନସିପ୍ ଫାଇନାଲ୍ସର ଦ୍ବିତୀୟ ଚରଣର ସେମଫାଇନାଲ୍ରେ ଭାରତର ଶିବତେଜ ଶିର୍ଫୁଲେ ଏବଂ ମାୟା ରାଜେଶ୍ବରନ ରେବତୀ...
