Hockey

ସ୍ୱର୍ଣ୍ଣ ବିଜୟୀ ହକି ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ସ୍ୱର୍ଣ୍ଣ ବିଜୟୀ ହକି ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା । ପ୍ରତି ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ ପାଇଁ ୫ଲକ୍ଷ ଲେଖାଏଁ ଘୋଷଣା । ଭିଡିଓ କଲରେ ଖେଳାଳିଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଏହି ଐତିହାସିକ ଦିବସଟି ଚିରଦିନ ସ୍ମରଣୀୟ ରହିବ । ଆସନ୍ତାବର୍ଷ ହେବାକୁ ଥିବା ପ୍ୟାରିସ ଅଲିମ୍ପିକ୍ସ ପାଇଁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ୫ଟି ସଚିବ ଓ କ୍ରିଡା ସଚିବ ମଧ୍ୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଲେ ।

Related posts

ଆସନ୍ତା ବର୍ଷ ଜାନୁଆରୀ ମାସ ୧୫ ତାରିଖରେ ଆରମ୍ଭ ହେବ ହକି ବିଶ୍ୱକପ ୨୦୨୨

Odisha Sports Bureau

ପୁରୁଷ ହକି ବିଶ୍ୱ କପରେ ଆଜି ଦୁଇଟି ଶେଷ କ୍ରସ ଓଭର ମ୍ୟାଚ୍

Odisha Sports Bureau

ହକି ବିଶ୍ୱକପ୍- ବିଶୃଙ୍ଖଳା ସୃଷ୍ଟି ନ କରିବା ପାଇଁ ପାକିସ୍ଥାନର ଖେଳାଳିଙ୍କୁ ପ୍ରଶିକ୍ଷକଙ୍କ ଚେତାବନି

Odisha Sports Bureau