Shooting

୫୦ ମିଟର ଏୟାର ରାଇଫଳରେ ଟିମ ଇଭେଣ୍ଟରେ ଭାରତକୁ ସ୍ୱର୍ଣ୍ଣ

ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ୫୦ ମିଟର ଏୟାର ରାଇଫଲ ପୁରୁଷ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛି ଭାରତ । ପ୍ରତାପ ତୋମାର, ସ୍ବପ୍ନିଲ, ଅଖିଲଙ୍କ ଟିମଙ୍କୁ ଏହି ସଫଳତା ମିଳିଛି। ସେହିପରି ମହିଳା ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତକୁ ରୌପ୍ୟ ପଦକ ମିଳିଛି। ଏପର୍ଯ୍ୟନ୍ତ ଭାରତକୁ ମୋଟ ୨୭ଟି ପଦକ ମିଳିଛି ।

Related posts

ଶୁଟିଂ ୱାର୍ଲ୍ଡ କପ୍ ,ନିଜ ସୁଟରଙ୍କୁ ଫେରିବାକୁ କହିଲା ବାୟୁସେନା

Odisha Sports Bureau

ଆନ୍ତର୍ଜାତିକ ସୁଟର ଶ୍ରୀୟଙ୍କା ଷଡଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

Odisha Sports Bureau

ଜର୍ମାନୀର ମ୍ୟୁନିକଠାରେ ଆୟୋଜିତ ହେବାକୁ ଥିବା ସୁଟିଂ ବିଶ୍ଵକପ୍ ଲାଗି ଘୋଷିତ ଭାରତୀୟ ଦଳରେ ଓଡ଼ିଆ ଝିଅ ଶ୍ରୀୟଙ୍କା ଷଡ଼ଙ୍ଗୀ