Hockey

ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି : ମାଲେସିଆକୁ ହରାଇ ଭାରତ ଶୀର୍ଷରେ

ଚେନ୍ନାଇ:ଚଳିତ ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାର ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ମାଲେସିଆକୁ ଗାଦିଚ୍ୟୁତ କରିଛି ଆୟୋଜକ ଭାରତ। ରବିବାର ମ୍ୟାଚ୍‌ରେ ଭାରତ ୫-୦ ଗୋଲ୍‌ରେ ମାଲେସିଆକୁ ହରାଇ ଦେଇଛି। ଫଳରେ ଭାରତ ୩ ମ୍ୟାଚ୍‌ରୁ ୨ ବିଜୟ ଓ ୧ ଅମୀମାଂସିତରୁ ୭ ପଏଣ୍ଟ ପାଇ ଟେବୁଲ ଶୀର୍ଷକୁ ଉଠିଛି। ମାଲେସିଆ ୬ ପଏଣ୍ଟ ପାଇ ଦ୍ବିତୀୟକୁ ଖସିଛି। ମ୍ୟାଚ୍‌ର ୧୫ତମ ମିନିଟ୍‌ରେ ଅଧିନାୟକ ହର୍ମନପ୍ରୀତ ସିଂହଙ୍କ ପାସ୍‌କୁ କର୍ତ୍ତି ସେଲଭାମ ଗୋଲ୍‌ରେ ପରିଣତ କରି ଭାରତକୁ ପ୍ରାରମ୍ଭିକ ଅଗ୍ରଣୀ ଦେଇଥିଲେ।

Related posts

୨୦୨୩ରେ ପୁରୁଷ ହକି ବିଶ୍ୱକପ

Odisha Sports Bureau

ହକି ଇଣ୍ଡିଆ ଲିଗର ନୂଆ ଅବତାର

ଭାରତୀୟ ହକି ଖେଳାଳିଙ୍କ ପାଇଁ ଓଡିଶା ସରକାରଙ୍କ ପୁରସ୍କାର ଘୋଷଣା

Odisha Sports Bureau