Cricket

ଦକ୍ଷିଣ ଆଫ୍ରିକାକୁ ୭ ଓ୍ବିକେଟରେ ହରାଇଲା ଭାରତ, ସିରିଜ ଡ୍ର

କେପଟାଉନ : କେପଟାଉନ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୭ ଓ୍ବିକେଟରେ ପରାସ୍ତ କରିଛି ଭାରତ । ଯାହାଫଳରେ ଟେଷ୍ଟ ସିରିଜ ୧-୧ରେ ଶେଷ ହୋଇଛି । ଭାରତ ଆଗରେ ବିଜୟ ପାଇଁ ୭୯ ରନର ଲକ୍ଷ୍ୟ ଥିବାବେଳେ ଭାରତ ୩ ଓ୍ବିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା । ଦଳ ପକ୍ଷରୁ ଯଶସ୍ବୀ ଜୟସ୍ବାଲ ୨୮ ରନ କରିଥିବାବେଳେ ରୋହିତ ଶର୍ମା ୧୭ ରନ କରିଥିଲେ । ବିରାଟ କୋହଲି ୧୨ ରନ କରି ଆଉଟ ହୋଇଥିଲେ ।

 

Related posts

ଋଷଭ ପନ୍ତଙ୍କ ପ୍ରତ୍ୟାବର୍ତ୍ତନ ପରେ ଏହି ତାରକା ଖେଳାଳିଙ୍କ ଛୁଟି ସ୍ଥିର

Odisha Sports Bureau

ପାକିସ୍ତାନର ବର୍ବାଦୀ ପାଇଁ କିଏ ଦାୟୀ? ବାବର ଆଜମ ନାଁ ପିସିବି; ବିଶ୍ୱକପ ପରେ ଖୋଲାଖୋଲି ଭାବେ କହିବେ

ଟସ୍ ଜିତି ବେଙ୍ଗାଲୁରୁର ବୋଲିଂ କରିବାକୁ ନିଷ୍ପତ୍ତି, ଉଭୟ ଦଳ ପାଇଁ କର ବା ମର ପରିସ୍ଥିତି