Cricket

ଦକ୍ଷିଣ ଆଫ୍ରିକାକୁ ୭ ଓ୍ବିକେଟରେ ହରାଇଲା ଭାରତ, ସିରିଜ ଡ୍ର

କେପଟାଉନ : କେପଟାଉନ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୭ ଓ୍ବିକେଟରେ ପରାସ୍ତ କରିଛି ଭାରତ । ଯାହାଫଳରେ ଟେଷ୍ଟ ସିରିଜ ୧-୧ରେ ଶେଷ ହୋଇଛି । ଭାରତ ଆଗରେ ବିଜୟ ପାଇଁ ୭୯ ରନର ଲକ୍ଷ୍ୟ ଥିବାବେଳେ ଭାରତ ୩ ଓ୍ବିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା । ଦଳ ପକ୍ଷରୁ ଯଶସ୍ବୀ ଜୟସ୍ବାଲ ୨୮ ରନ କରିଥିବାବେଳେ ରୋହିତ ଶର୍ମା ୧୭ ରନ କରିଥିଲେ । ବିରାଟ କୋହଲି ୧୨ ରନ କରି ଆଉଟ ହୋଇଥିଲେ ।

 

Related posts

ମେଲବୋର୍ଣ୍ଣରେ ଟିମ୍ ଇଣ୍ଡିଆ ପାଇଁ ୨୩୧ ରନ ବିଜୟ ଲକ୍ଷ୍ୟ

Odisha Sports Bureau

ଧୋନି ଏବଂ କୋହଲିଙ୍କ ପତ୍ନୀ ପିଲାଦିନର ବନ୍ଧୁ

ବାଂଲାଦେଶ କ୍ରିକେଟ୍ ବୋର୍ଡ ପକ୍ଷରୁ କରାଯାଇଥିବା ଅନୁରୋଧକୁ ଶୁଣିଲାନି ଆଇସିସି ।

Odisha Sports Bureau