Cricket

ଆଜିଠୁ ଭାରତର ଟି-୨୦ ବିଶ୍ୱକପ ଅଭିଯାନ

ଆଜିଠୁ ଭାରତର ବିଶ୍ୱକପ୍ ଅଭିଯାନ । ନବନିର୍ମିତ ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଆୟରଲ୍ୟାଣ୍ଡ ବିପକ୍ଷରେ ଭାରତ ଗ୍ରୁପ ‘ଏ’ରେ ପ୍ରଥମ ମ୍ୟାଚ୍ ଖେଳିବ । ଗତ ଜାନୁଅ।।ରୀ;ରେ ଆଫଗାନିସ୍ତାନ ବିପକ୍ଷ ଶୃଙ୍ଖଳା ପରଠାରୁ ଭାରତ କୌଣସି ଟେଣ୍ଟି-୨୦ ମ୍ୟାଚ୍ ଖେଳିନାହିଁ । ତେବେ ଭାରତ ପାଇଁ ଏହା ଆଦୌ ଚିନ୍ତାର ବିଷୟ ନୁହେଁ । ଦଳର ସମସ୍ତ ଖେଳାଳି ୨ ମାସ ଧରି ଆଇପିଏଲ ଭଳି ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚ ଖେଳିଛନ୍ତି । ତେଣୁ ଏହି ମ୍ୟାଚକୁ ନେଇ ଭାରତୀୟ ଦଳ ବେଶ୍ ଉତ୍ସାହି ଅଛନ୍ତି ।

Related posts

କାନପୁର କ୍ରିକେଟ କ୍ଲବ ଅନୁକୂଲ୍ୟରେ  ଏମଏନସିସି ଚମ୍ପିଆନ ଟ୍ରଫି ଉଦଘାଟିତ

Odisha Sports Bureau

ଆଗାମୀ ଦଶନ୍ଧୀ ଧରି ବିଶ୍ୱ କ୍ରିକେଟରେ ରାଜ କରିବେ ଭାରତୀୟ ଯୁବ ତାରକା ଶୁବମନ ଗିଲ: ହେଡେନ୍

Odisha Sports Bureau

ବିଷ ଓଗାଳିଲେ ଆଫ୍ରିଦି, ବିବାଦୀୟ ବୟାନ ଦେଇ ହଙ୍ଗାମା କଲେ