Gymnastic

କଳିଙ୍ଗ ଷ୍ଟାଡିୟମରେ ଜିମ୍ନାଷ୍ଟିକ୍ ପିଲାଙ୍କୁ ଉତ୍ସାହିତ କଲେ ମିତଲ ଓ ନିପ୍ପନ ଷ୍ଟିଲ ପ୍ଲାଣ୍ଟର ସିଇଓ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଜିମ୍ନାଷ୍ଟିକ୍ ପିଲାଙ୍କୁ ଉତ୍ସାହିତ କଲେ ମିତଲ ଓ ନିପ୍ପନ ଷ୍ଟିଲ ପ୍ଲାଣ୍ଟର ସିଇଓ ଦିଲ୍ଲୀପ ଓମେନ । ଷ୍ଟାଡିୟମରେ ଜିମ୍ନାଷ୍ଟିକ୍ ହାଇ ପରଫର୍ମାନ୍ସ ସେଂଟରରେ ଅଭ୍ୟାସ କରୁଥିବା ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଦିଲ୍ଲୀପ ଓମେନ । ଆଗାମୀ ଦିନରେ ଏସିଆନ କମନ ୱେଲ୍ଥ ଗେମ୍ସ ଏବଂ ଅଲମ୍ପିକ ହେବାର ଅଛି । ବିଶ୍ୱସ୍ତରୀୟ ଏହି ପ୍ରତିଯୋଗିତାରେ କିପରି ସଫଳ ହେବେ ସେନେଇ ଛାତ୍ରଛାତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି । ଏଥିସହ ଛାତ୍ରଛାତ୍ରୀଙ୍କ ସହ ନିଜର ଅନୁଭୁତି ସେୟାର କରିଛନ୍ତି ଦିଲ୍ଲୀପ ଓମେନ ।

Related posts

କ୍ରୀଡାବିତଙ୍କୁ ଶୁଭେଚ୍ଛା ଜଣାଇଲେ କ୍ରୀଡୀମନ୍ତ୍ରୀ

ଶ୍ରୀମନ୍ଦିର ସେବାୟତଙ୍କ ଜିମ୍ନାଷ୍ଟ ପୁଅ ତପନ ଯୋଗ୍ୟତା ଅର୍ଜନର ନିକଟତର

ଜାତୀୟ ବରି‌ଷ୍ଠ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ୍ସ ଆରମ୍ଭ

Odisha Sports Bureau