Cricket

ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ ଭାରତ ଆସିବେ ପାକିସ୍ତାନର ପ୍ରତିନିଧି

ନୂଆଦିଲ୍ଲୀ : ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ଦିନିକିଆ ବିଶ୍ବକପ୍‌ର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବା ପାଇଁ ପାକିସ୍ତାନର ଏକ ପ୍ରତିନିଧି ଦଳ ଭାରତକୁ ଆସିବ। ପାକିସ୍ତାନ ଖେଳିବାକୁ ଥିବା ଷ୍ଟାଡିୟମ୍‌ଗୁଡ଼ିକର ସୁରକ୍ଷା ବ୍ୟବସ୍ଥା ତଦାରଖ କରିବା ପରେ ଏହାର ଦଳକୁ ଭାରତରେ ଖେଳିବା ପାଇଁ ଅନୁମତି ପାଇଁ ସୁପାରିସ କରିବ।

ପାକିସ୍ତାନ କ୍ରିକେଟ୍‌ ବୋର୍ଡର ନୂଆ ଅଧ୍ୟକ୍ଷ ନିର୍ବାଚିତ ହେବା ପରେ କେବେ ଉକ୍ତ ସୁରକ୍ଷା ପ୍ରତିନିଧି ଦଳ ଭାରତ ଆସିବା ସମ୍ପର୍କରେ ସ୍ପଷ୍ଟ ଜଣାପଡ଼ିବ ବୋଲି କ୍ରୀଡ଼ା ମନ୍ତ୍ରାଳୟ ସୂତ୍ରରୁ ଜଣାପଡ଼ିଛି। ଏହି ପ୍ରତିନିଧି ଦଳ ଚେନ୍ନାଇ, ବେଙ୍ଗାଲୁରୁ, ହାଇଦ୍ରାବାଦ, କୋଲକାତା ଓ ଅହମଦାବାଦ ଯାଇ ସ୍ଥିତି ସମୀକ୍ଷା କରିବ।

Related posts

୧୨ ବର୍ଷ ପରେ ଗୋଟିଏ ଇନିଂସରେ ତିନି ଖେଳାଳି ରନ୍ ଆଉଟ୍

Odisha Sports Bureau

ଆଜି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ

Odisha Sports Bureau

ଇଣ୍ଡିଆ-ଇଂଲଣ୍ଡ ପ୍ରଥମ ଦିନିକିଆ: ଇଂଲଣ୍ଡ ମହିଳା ଦଳକୁ ଚାରି ୱିକେଟରେ ପରାସ୍ତ କଲା ଟିମ୍ ଇଣ୍ଡିଆ

Odisha Sports Bureau