Cricket

ରାହାନେଙ୍କୁ ମୁମ୍ବାଇର ରଣଜୀ ଦଳର ଅଧିନାୟକ ଭାବେ ନିଯୁକ୍ତ

ନୂଆଦିଲ୍ଲୀ : ଆଇପିଏଲ ୨୦୨୫ ଆରମ୍ଭ ହେବା ପୂର୍ବରୁ, ରାହାନେଙ୍କୁ ମୁମ୍ବାଇର ରଣଜୀ ଦଳର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ରାହାନେଙ୍କ ଅଧିନାୟକତ୍ୱରେ ୧୭ ଜଣିଆ ଦଳରେ ରୋହିତ ଶର୍ମାଙ୍କୁ ମଧ୍ୟ ମନୋନୀତ କରାଯାଇଛି। ରଣଜୀ ଟ୍ରଫିରେ ମୁମ୍ବାଇକୁ ଏହାର ପରବର୍ତ୍ତୀ ମ୍ୟାଚ ଜମ୍ମୁ-କଶ୍ମୀର ବିପକ୍ଷରେ ଖେଳିବାକୁ ପଡିବ।

ଅନ୍ୟପଟେ ଆଜି ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଲକ୍ଷ୍ନୌ ସୁପରଜିଆଣ୍ଟସର ଅଧିନାୟକ ନିଯୁକ୍ତ କରାଯାଇଛି। ଏବେ ରାହାନେଙ୍କୁ ରୋହିତ ଶର୍ମା, ଶ୍ରେୟସ ଆୟର, ଶିବମ ଦୁବେ, ଯଶସ୍ବୀ ଜୟସ୍ବାଲ ଏବଂ ଶାର୍ଦ୍ଦୁଲ ଠାକୁର ଭଳି ଖେଳାଳି ଥିବା ସତ୍ତ୍ୱେ ଅଧିନାୟକ କରାଯାଇଛି।

Related posts

ଇଣ୍ଡିଆ- ଇଂଲଣ୍ଡ ଟକ୍କର: ପ୍ରଥମେ ବ୍ୟାଟିଂ କରିବା ଭାରତ

Odisha Sports Bureau

ଟି ୨୦ – ସିରିଜରେ ବିଶ୍ରାମ ନେବେ କୋହଲି

Odisha Sports Bureau

କ୍ୱାଲିଫାୟାର ମ୍ୟାଚରୁ ବାଦ ପଡିଲା ୪ ଦେଶ

Odisha Sports Bureau