Cricket

ଅସୁସ୍ଥ ହେଲେ କ୍ରିକେଟ କିମ୍ବଦନ୍ତି ବ୍ୟାଟସ୍ ମ୍ୟାନ ରିକି ପଣ୍ଟିଂ

ନୂଆଦିଲ୍ଲୀ : ଅସୁସ୍ଥ ହେଲେ ଅଷ୍ଟ୍ରେଲିଆ କ୍ରିକେଟ୍ କିମ୍ବଦନ୍ତୀ ବ୍ୟାଟସ୍ ମ୍ୟାନ ରିକି ପଣ୍ଟିଂ । ଗତକାଲି ପର୍ଥରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ପାଇଁ ମନ୍ତବ୍ୟ ଦେଉଥିବା ବେଳେ ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେଲା । ତା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଉ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ତା ଭଲଥିବା ଜଣାପଡିଛି ।

 

Related posts

ଦ୍ୱିତୀୟ ଦିନିକିଆ, ଭାରତ ୨୫୦ରନରେ ଅଲଆଉଟ

ଅନୁଷ୍କାଙ୍କ ଗୀତରେ ବିରାଟ କୋହଲିଙ୍କ ଡ୍ୟାନ୍ସ ; ଜିତିଲେ ଫ୍ୟାନ୍ସଙ୍କ ମନ

Odisha Sports Bureau

ଆଇସିସି ଟି୨୦ ପାଇଁ ୱେଷ୍ଟଇଣ୍ଡିଜ ଦଳ ଘୋଷଣା