Cricket

ଅସୁସ୍ଥ ହେଲେ କ୍ରିକେଟ କିମ୍ବଦନ୍ତି ବ୍ୟାଟସ୍ ମ୍ୟାନ ରିକି ପଣ୍ଟିଂ

ନୂଆଦିଲ୍ଲୀ : ଅସୁସ୍ଥ ହେଲେ ଅଷ୍ଟ୍ରେଲିଆ କ୍ରିକେଟ୍ କିମ୍ବଦନ୍ତୀ ବ୍ୟାଟସ୍ ମ୍ୟାନ ରିକି ପଣ୍ଟିଂ । ଗତକାଲି ପର୍ଥରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ପାଇଁ ମନ୍ତବ୍ୟ ଦେଉଥିବା ବେଳେ ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେଲା । ତା ପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଉ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ତା ଭଲଥିବା ଜଣାପଡିଛି ।

 

Related posts

୧୫ ମହଲା ବାଲକୋନୀରୁ ଚହଲଙ୍କୁ ଝୁଲାଇଥିବା କ୍ରିକେଟରଙ୍କ ପାଇଁ ‘ଲାଇଫ ଟାଇମ ବ୍ୟାନ’ ଦାବି କଲେ ରବି ଶାସ୍ତ୍ରୀ

ଆହତ ଖେଳାଳିଙ୍କୁ ଦିଆଯାଏ କେତେ ଦରମା?

Odisha Sports Bureau

ଆଇସିସି ଦିନିକିଆ ରାଙ୍କିଙ୍ଗ : ଗିଲ ନମ୍ବର ୱାନ ବ୍ୟାଟର, ସିରାଜ ନମ୍ବର ୱାନ ବୋଲର

Odisha Sports Bureau