Cricket

ଆଜି ନବୀନଙ୍କୁ ଭେଟିବେ ସୌରଭ ଦାଦା 

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି । ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପରାହ୍ନ ୫ଟାରେ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଗାଙ୍ଗୁଲି ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖିବେ । ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Related posts

ଏସିଆ କପ୍ ଦଳକୁ ନେଇ ଗୌତମ ଗମ୍ଭୀର ଅସନ୍ତୁଷ୍ଟ; ଚୟନ କମିଟିକୁ କଲେ କଡ଼ା ସମାଲୋଚନା

Odisha Sports Bureau

ଆଜି ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ ଓ ମୁମ୍ବଇ ଇଣ୍ଡିଆନ୍ସ

ଏସିଆ କପରେ ସ୍ଥାନ ପାଇବି ସ୍ୱପ୍ନରେ ବି ସୁଦ୍ଧା ଭାବିନଥିଲି

Odisha Sports Bureau