Cricket

ଆଜି ନବୀନଙ୍କୁ ଭେଟିବେ ସୌରଭ ଦାଦା 

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୌରଭ ଗାଙ୍ଗୁଲି । ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପରାହ୍ନ ୫ଟାରେ ସାକ୍ଷାତ କରିବେ ସୌରଭ ଗାଙ୍ଗୁଲି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଗାଙ୍ଗୁଲି ବାରବାଟୀ ଷ୍ଟାଡିୟମ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚ ଦେଖିବେ । ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Related posts

ଅବସର ଘୋଷଣା କଲେ ସ୍ପିନର ଶଦାବ ଜାକାତି

Odisha Sports Bureau

ଧୋନିଙ୍କୁ ଆଉଟ କରିବା ପରେ ଘୃଣାର ଶିକାର ହେଲେ ହର୍ଷଲ ପଟେଲ

ଶୋଏବଙ୍କ ସହ ଛାଡପତ୍ର ପରେ ପ୍ରଥମ ଇନଷ୍ଟାଗ୍ରାମ ପୋଷ୍ଟ ସେୟାର କଲେ ସାନିଆ ମିର୍ଜା

Odisha Sports Bureau