Uncategorized

ଆସନ୍ତା ଶିକ୍ଷା ବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ

ଭୁବନେଶ୍ୱର: ଆସନ୍ତା ଶିକ୍ଷା ବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା। କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି। କ୍ରୀଡା ପାଇଁ ୨ ହଜାର ୫ ସହ କୋଟିର ପ୍ରୋଜେକ୍ଟ ଓଡ଼ିଶାରେ ଚାଲୁରହିଛି। କର୍ପୋରେଟ ଓ କ୍ରୀଡାବିତି ଙ୍କୁ ନେଇ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ବ କରାଯାଇଛି। ହକିର ପୀଠ ଭାବେ ସୁନ୍ଦରଗଡ଼ ଜିଲ୍ଲା ରେ ୧୭ ଟି ଆଷ୍ଟ୍ରୋ -ଟର୍ଫ ହକି ପଡିଆ ନିର୍ମାଣ ହୋଇଛି। ଏଥିସହ ରାଜ୍ୟର ସହରାଞ୍ଚଳ ରେ ୯୦ ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ବିକଶିତ ହୋଇଛି।। ଓଡ଼ିଶାରେ କ୍ରିକେଟ ଉପରେ ଆଗାମୀ ଦିନ ରେ ଫୋକସ କରିବ କ୍ରୀଡା ବିଭାଗ। ଆଜି ସନ୍ଧ୍ୟା ରେ ୟୁନିଟ -୧ ରେ ଉଦଘାଟନ ହେବ ଫୁଟବଲ ଏକାଡେମୀ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

Related posts

ବେଲଜିଆନ ଗ୍ରାଁପ୍ରିରେ ମ୍ୟାକ୍ସ ଭର୍ଷ୍ଟାପେନ ଚାମ୍ପିଅନ୍

Odisha Sports Bureau

ଦୁବାଇରେ ପାକ୍‌ ଖେଳାଳିଙ୍କ ହାତରେ ଭାରତୀୟ ପତାକା

Odisha Sports Bureau

ଆଇପିଏଲର ୪୩ତମ ମ୍ୟାଚରେ ମୁହାଁମୁହିଁ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଲକ୍ଷ୍ନୌ  ସୁପରଜ୍ୟାଣ୍ଟସ

Odisha Sports Bureau