Cricket

ପ୍ରଥମେ ବ୍ୟାଟିଂ କରିବ ଭାରତ

ଆଜି ସୁପର ସଣ୍ଡେରେ, ସୁପର୍ ଫାଇଟ୍ । ଟି୨୦ ବିଶ୍ୱକପ୍ ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ । ଗୋଟେପଟେ ଲଗାତାର ଦୁଇ ଥର ଚାମ୍ପିଅନ୍ ହେବାକୁ ଲକ୍ଷ୍ୟ ରଖିଛି ଟିମ୍ ଇଣ୍ଡିଆ । ଅନ୍ୟପଟେ ନ୍ୟୁଜିଲାଣ୍ଡ ଟିମ୍ ଟି୨୦ ବିଶ୍ୱକପ୍ ଟ୍ରଫି ହାତେଇବାକୁ ଆଶାବାଦୀ ରହିଛି । ସନ୍ଧ୍ୟା ୭ଟାରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏହି ମୁକାବିଲା ହେବାକୁ ଯାଉଛି । ମହାମୁକାବିଲାରେ ଟସ୍ ଜିତି ନ୍ୟୁଜିଲାଣ୍ଡ, ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।

Related posts

ନ୍ୟୁଜିଲାଣ୍ଡ ଆଗରେ ୩୫୮ରନର ଟାଗେର୍ଟ ରଖିଛି ଦକ୍ଷିଣ ଆଫ୍ରିକା

Odisha Sports Bureau

ଟିମ୍ ଇଣ୍ଡିଆର ପରବର୍ତ୍ତୀ ଟି-୨୦ ସିରିଜର ଅଂଶ ହୋଇପାରନ୍ତି ବୈଭବ ସୂର୍ଯ୍ୟବଂଶୀ

Odisha Sports Bureau

ଫିଟନେସ ଅସ୍ଥିରତା ଯୋଗୁ ଗୌହାଟୀ ଟେଷ୍ଟ ଖେଳି ନପାରନ୍ତି ଶୁଭମନ ଗିଲ

Odisha Sports Bureau