Wrestlingକୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଆସିଲେ ୧୯୮୩ ବିଶ୍ୱକପ୍ ବିଜେତା ଟିମ୍Odisha Sports BureauJune 2, 2023June 2, 2023 by Odisha Sports BureauJune 2, 2023June 2, 2023087 ନୂଆଦିଲ୍ଲୀ: ଦିଲ୍ଲୀର ଯନ୍ତର ମନ୍ତର ଠାରେ ଗତ ୧ମାସ ଧରି କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣା ଦେଇଥିବା କୁସ୍ତିଯୋଦ୍ଧାଙ୍କ ବିରୋଧରେ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି ।...