Cricketଆଜି ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ମ୍ୟାଚOdisha Sports BureauNovember 19, 2021 by Odisha Sports BureauNovember 19, 20210109 ନୂଆଦିଲ୍ଲୀ: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଟି-୨୦ । ମ୍ୟାଚ ପୂର୍ବରୁ ସମସ୍ତ ଖେଳାଳୀଙ୍କ ସହିତ ପ୍ରସ୍ତୁତ ହୋଇଛି ରାଞ୍ଚିର ମଇଦାନ । ପ୍ରଥମ ମ୍ୟାଚରେ ଦମଦାର ବିଜୟ ସହିତ ଭାରତୀୟ ଦଳର...
Cricketଦ୍ୱିତୀୟ ମ୍ୟାଚ ପୂର୍ବରୁ କୋର୍ଟରେ ମାମଲା ରୁଜୁOdisha Sports BureauNovember 19, 2021 by Odisha Sports BureauNovember 19, 20210259 ରାଞ୍ଚି: ଆଜି ଭାରତ-ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବ ଦ୍ୱିତୀୟ ଟି-୨୦ ମ୍ୟାଚ । କିନ୍ତୁ ମ୍ୟାଚକୁ ନେଇ କୋର୍ଯରେ ରୁଜୁ ହୋଇଛି ମାମଲା । ଖେଳାଳୀଙ୍କ ସୁରକ୍ଷା ଏବଂ କୋରୋନା କଟକଣାକୁ ଧ୍ୟାନରେ ରଖି ସମସ୍ତ...
Cricketବଦଳିବ ଦିନିକିଆ ବିଶ୍ୱକପର ଫର୍ମାଟOdisha Sports BureauNovember 17, 2021 by Odisha Sports BureauNovember 17, 20210274 ଦୁବାଇ: ଖୁବ ଶୀଘ୍ର ବଢିବ ଦିନିକିଆ ବିଶ୍ୱକପର ରୋମାଞ୍ଚ । କ୍ରିକେଟ ବିଶ୍ୱକପକୁ ଆହୁରି ରୋମାଞ୍ଚ କରିବା ପାଇଁ କରୁଛି ଯୋଜନା, ନେଇଛି ଏକ ବଡ ନିଷ୍ପତ୍ତି । ଆସନ୍ତା ୨୦୨୭ ବିଶ୍ୱକପରେ ଟ୍ରଫି...
Cricketଗାଙ୍ଗୁଲିଙ୍କୁ ନୂଆ ଦାୟିତ୍ୱOdisha Sports BureauNovember 17, 2021November 17, 2021 by Odisha Sports BureauNovember 17, 2021November 17, 20210296 ନୂଆଦିଲ୍ଲୀ: ବୋର୍ଡ ଅଫ କଣ୍ଟୋଲ ଫର କ୍ରିକେଟ ଇନ ଇଣ୍ଡିଆ(ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ମିଳିଛି ଆଉ ଏକ ନୂଆ ପଦବୀ । ଭାରତର ପୂର୍ବ ଅଧିନାୟକ ଅନିଲ କୁମ୍ବଲେଙ୍କ ସ୍ଥାନରେ ଏବେ ଆଇସିସିର...
Cricketଆଜିଠୁ ଭାରତ-ନ୍ୟୁଜିଲାଣ୍ଡ ଲଢେଇOdisha Sports BureauNovember 17, 2021 by Odisha Sports BureauNovember 17, 20210131 ମୁମ୍ବାଇ: ଆଜିଠୁ ଆରମ୍ଭ ହେଉଛି ଭାରତ-ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ । ୩ ମ୍ୟାଚ ବିଶିଷ୍ଟ ଏହି ସିରିଜର ପ୍ରଥମ ମ୍ୟାଚ ଜୟପୁରରେ ଖେଳାଯିବ । ଟି-୨୦ ବିଶ୍ୱକପରେ ନ୍ୟୁଜିଲାଣ୍ଡଠୁ ମିଳିଥିବା ପରାଜୟର ପ୍ରତିଶୋଧ...
Cricketଆଇସିସି ଟୁର୍ଣ୍ଣାମେଣ୍ଟ ସୂଚୀ ଘୋଷଣାOdisha Sports BureauNovember 16, 2021 by Odisha Sports BureauNovember 16, 20210127 ଦୁବାଇ: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ପକ୍ଷରୁ ଘୋଷଣା ହୋଇଛି ପୁରୁଷ କ୍ରିକେଟ ଟୁର୍ଣ୍ଣାମେଣ୍ଟଗୁଡିକର କାର୍ଯ୍ୟସୂଚୀ । ଆସନ୍ତା ୨୦୨୪ରୁ ୨୦୩୧ ମସିହା ପର୍ଯ୍ୟନ୍ତ ପ୍ରମୁଖ ପୁରୁଷ ଟୁର୍ଣ୍ଣାମେଣ୍ଟର ହୋଷ୍ଟ ଟିମ ଗୁଡିକର ନାମ ଘୋଷଣା...
Cricketଭାରତ ବିପକ୍ଷରେ ଖେଳିବେନି ୱିଲିୟମସନOdisha Sports BureauNovember 16, 2021 by Odisha Sports BureauNovember 16, 20210270 ଜୟପୁର: ଆସନ୍ତାକାଲିଠୁ ଆରମ୍ଭ ହେଉଛି ଭାରତ-ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ । ନୂଆ ଏକ ଉତ୍ସାହ ନେଇ ପଡିଆକୁ ଓହ୍ଲାଇବ ରୋହିତ ସେନା । ଏହି ସିରିଜରେ ତିନୋଟି ଟି-୨୦ ଏବଂ ଦୁଇଟି ଟେଷ୍ଟ ଖେଳାଯିବ...
Cricketହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଘଣ୍ଟା ଜବତOdisha Sports BureauNovember 16, 2021November 16, 2021 by Odisha Sports BureauNovember 16, 2021November 16, 20210135 ମୁମ୍ବାଇ: ଭାରତୀୟ କ୍ରିକେଟରଙ୍କ ଉପରେ ଭାରୀ ପଡିଛି କଷ୍ଟମ ବିଭାଗ । ଟାର୍ଗେଟରେ ଷ୍ଟାର ଅଲାରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା । ଏୟାରପୋର୍ଟରେ ପାଣ୍ଡ୍ୟାଙ୍କୁ ଅଟକାଇ ତନାଘନା କରିଛି କଷ୍ଟମ ଡିପାର୍ଟମେଣ୍ଟ । ତାଙ୍କୁ ନିକଟରୁ...
Cricketବିଶ୍ୱକପର ଶ୍ରେଷ୍ଠ PLAYING XIOdisha Sports BureauNovember 15, 2021 by Odisha Sports BureauNovember 15, 20210195 ନୂଆଦିଲ୍ଲୀ: ଶେଷ ହେଲା ବିଶ୍ୱକପ ସିଜନ । ବିଶ୍ୱର ମହାଯୁଦ୍ଧରେ ନ୍ୟୁଜିଲାଣ୍ଡକୁ ହରାଇ ବାଜି ମାରିଛି ଅଷ୍ଟ୍ରେଲିଆ । ଏହାପରେ ଇଣ୍ଟରନେସନାଲ କ୍ରିକେଟ କାଉନ୍ସିଲ(ଆଇସିସି)ବିଶ୍ୱକପ ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ପ୍ଲେଇଙ୍ଗ ଇଲେଭେନ ଚୟନ କରୁଛି ।...
Cricketବାବର-ୱାର୍ଣ୍ଣର କଳିରେ ସୂତ୍ରଧର ସୋଏବOdisha Sports BureauNovember 15, 2021 by Odisha Sports BureauNovember 15, 20210350 ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପରେ ଚମ୍ପିଆନର ଟାଇଟଲ ପାଇଛି ଅଷ୍ଟ୍ରେଲିଆ । ନ୍ୟୁଜିଲାଣ୍ଡକୁ ୮ ୱିକେଟରେ ପରାସ୍ତ କରି ପ୍ରଥମ ଥର ଟି-୨୦ ବିଶ୍ୱକପକୁ ନିଜ ନାମରେ କରିଛନ୍ତି । ଜବରଦସ୍ତ ପାରି ସହ ପ୍ଲେୟର...