ଶ୍ରୀଜଗନ୍ନାଥ କ୍ରିକେଟ୍ ଷ୍ଟାଡିୟମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପୁରୀ : ପୁରୀ ପେଣ୍ଠକଟାରେ ପ୍ରସ୍ତୁତି ହୋଇଯାଇଛି ଶ୍ରୀଜଗନ୍ନାଥ କ୍ରିକେଟ୍ ଷ୍ଟାଡିୟମ। ଖୁବ୍ଶୀଘ୍ର ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପେଣ୍ଠକଟାରେ ୧୩.୬୭୦ ଏକର ଜମିରେ ଶ୍ରୀଜଗନ୍ନାଥ କ୍ରିକେଟ୍ ଷ୍ଟାଡିୟମର ଭିତ୍ତିପ୍ରସ୍ତର ପଡ଼ିଥିଲା।...