ମହିଳା ବିଶ୍ୱକପ୍ ର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଚିନ୍ମୟୀ ସ୍ୱାଇଁ);-ଜୁନିୟର ମହିଳା ବିଶ୍ୱକପ୍ ଲୋଗୋ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କଳିଙ୍ଗଷ୍ଟାଡିୟମରେ ଉନ୍ମୋଚନ କରାଯାଇଥିବା ଜଣାପଡିଛି । ପିଫା ଅଣ୍ଡର ୧୭ ମହିଳା ବିଶ୍ୱକପର ଲୋଗୋ ଉନ୍ମୋଚନକୁ ନେଇ...