ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ
ଗଞ୍ଜାମ/ ରଜନୀକାନ୍ତ ପାତ୍ର : ହିଞ୍ଜିଳିକାଟୁ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ଟୁର୍ନାମେଣ୍ଟ ହିଞ୍ଜିଳିକାଟୁ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଥିଲା କ୍ଷ ଏହି ଟୁର୍ନାମେଣ୍ଟରେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଗଣମାଧ୍ୟମ ପ୍ରତିନିଧି...