ଅନ୍ତଃ ବିଶ୍ଵବିଦ୍ୟାଳୟ ହ୍ୟାଣ୍ଡବଲ୍ ଟୁର୍ନାମେଣ୍ଟରେ ମା ମାର୍କମା ମହାବିଦ୍ୟାଳୟ ତିନିଜଣ ଛାତ୍ର
ବିଷମ କଟକ/ରବିନ୍ଦ୍ର କୁମାର ସାହୁ: ରାୟଗଡ଼ା ଜିଲ୍ଲା ବିଷମ କଟକ ମା ମାର୍କମା ମହାବିଦ୍ୟାଳୟ ତିନିଜଣ ଛାତ୍ର ଆଜି ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପକ୍ଷରୁ ହ୍ୟାଣ୍ଡବଲ୍ ପୁରୁଷ ଦଳରେ ସ୍ଥାନ ପାଇ ଆଜି ବିହାର ର...