ହକି ବିଶ୍ଵକପ୍ ୨୦୨୩ ଉପଲକ୍ଷେ ଚିତ୍ରାଵଙ୍କନ ପ୍ରତିଯୋଗିତା ସହିତ ମିନି ମାରାଥନ ରେସ୍ ଅନୁଷ୍ଠିତ
ଖୋର୍ଦ୍ଧା (ଦିବ୍ୟକାନ୍ତ ବେହେରା) : ମଙ୍ଗଳବାଇର ଅପରାହ୍ନରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ୟ୍ୟାଳୟ ପରିସରେ ଚଳିତ ବର୍ଷ ପୁରୁଷ ହକି ବିଶ୍ଵକପ୍ ୨୦୨୩ ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି...
