ବିଶ୍ୱକପ୍ ପୁରୁଷ ହକି ଟୁର୍ଣ୍ଣାମେଣ୍ଟର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ହେବାକୁ ଯାଉଥିବା ବିଶ୍ଵକପ ପାଇଁ ଲୋଗୋ ଉନ୍ମୋଚିତ। ଆସନ୍ତା ବର୍ଷ ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳାଯିବାକୁ ଥିବା ବିଶ୍ୱକପ୍ ପୁରୁଷ ହକି ଟୁର୍ଣ୍ଣାମେଣ୍ଟର ଲୋଗୋ ଉନ୍ମୋଚିତ ।ଆଜି ସଂଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ...